ଲୂକ ଲିଖିତ ସୁସମାଚାର 15:32 - ପବିତ୍ର ବାଇବଲ32 କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’” Viz kapitolaପବିତ୍ର ବାଇବଲ (Re-edited) - (BSI)32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା। Viz kapitolaଓଡିଆ ବାଇବେଲ32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)32 ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।” Viz kapitola |