ଲୂକ ଲିଖିତ ସୁସମାଚାର 15:6 - ପବିତ୍ର ବାଇବଲ6 ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି। Viz kapitolaଓଡିଆ ବାଇବେଲ6 ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି । Viz kapitolaପବିତ୍ର ବାଇବଲ (CL) NT (BSI)6 ତା’ପରେ ସେ ସାଙ୍ଗସାଥୀ ଓ ପଡ଼ୋଶୀମାନଙ୍କୁ ଡ଼ାକି କହେ, ‘କେଡ଼େ ଖୁସିର କଥା, ମୁଁ ହଜି ଯାଇଥିବା ମେଣ୍ଢାଟି ପାଇଛି। ଆସ, ଆମୋଦ ପ୍ରମୋଦ କରିବା!’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ Viz kapitola |