Online Bible

- Reklamy -




ଲୂକ ଲିଖିତ ସୁସମାଚାର 15:9 - ପବିତ୍ର ବାଇବଲ

9 ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି।

Viz kapitola kopírovat

ଓଡିଆ ବାଇବେଲ

9 ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ମୁଦ୍ରାଟିକୁ ପାଇଲେ, ତା’ର ସାଙ୍ଗସାଥୀ ଓ ପଡ଼ୋଶୀମାନଙ୍କୁ ଡ଼ାକି କହିବ, ‘କେଡ଼େ ଖୁସିର କଥା! ହଜିଥିବା ମୁଦ୍ରାଟି ପାଇଲି, ଆସ ଆନନ୍ଦ କରିବା!’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’

Viz kapitola kopírovat




ଲୂକ ଲିଖିତ ସୁସମାଚାର 15:9

Následuj nás:

Reklamy


Reklamy