ଲୂକ ଲିଖିତ ସୁସମାଚାର 16:17 - ପବିତ୍ର ବାଇବଲ17 ସ୍ୱର୍ଗ ଓ ପୃଥିବୀର ଧ୍ୱଂସ ହୁଏତ ସହଜରେ ହୋଇଯିବ, ମାତ୍ର ବ୍ୟବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ। Viz kapitolaଓଡିଆ ବାଇବେଲ17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ । Viz kapitolaପବିତ୍ର ବାଇବଲ (CL) NT (BSI)17 ଆକାଶ ଓ ପୃଥିବୀ ବରଂ ଲୋପ ପାଇଯିବା ସହଜ, କିନ୍ତୁ ବ୍ୟବସ୍ଥାର କୌଣସି ବିଷୟ ଲୋପ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ। Viz kapitola |