ଲୂକ ଲିଖିତ ସୁସମାଚାର 16:20 - ପବିତ୍ର ବାଇବଲ20 ଲାଜାର ନାମରେ ଜଣେ ଅତି ଗରିବ ଲୋକ ଥିଲା। ତା’ ଦେହ ଘା’ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖରେ ପଡ଼ି ରହୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, ତାʼର ଦେହଯାକ ଘାଆ ଭର୍ତ୍ତି ହୋଇଥିଲା; Viz kapitolaଓଡିଆ ବାଇବେଲ20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତା’ ଫାଟକ ପାଖରେ ଲାଜାର ବୋଲି ଜଣେ ଅସହହାୟ ଭିକାରୀ ପଡ଼ି ରହିଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, Viz kapitola |