Online Bible

- Reklamy -




ଲୂକ ଲିଖିତ ସୁସମାଚାର 16:21 - ପବିତ୍ର ବାଇବଲ

21 ଧନୀଲୋକ ଖାଇସାରିବା ପରେ ଯାହା ଛାଡ଼ି ଦିଏ ସେହି ଅଇଁଠା ଅଂଶତକ ଖାଇବାକୁ ଗ୍ଭହୁଁଥିଲା। କୁକୁରମାନେ ଆସି ତା'ର ଘାଆକୁ ଗ୍ଭଟୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୂରାଇବାକୁ ଆଶା କରୁଥିଲା; ଆଉ, କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆସବୁ ଚାଟୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଧନୀ ଲୋକର ମେଜରୁ ପଡ଼ୁଥିବା ଅଇଁଠା ଖାଇବାକୁ ସେ ଚାହିଁ ରହିଥାଏ - ତା’ ଦେହ ଘା’ ପୂର୍ଣ୍ଣ ହୋଇଥିଲା ଓ କୁକୁରମାନେ ଆସି ତା’ ଘା’ ଚାଟୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 16:21

Následuj nás:

Reklamy


Reklamy