Online Bible

- Reklamy -




ଲୂକ ଲିଖିତ ସୁସମାଚାର 16:31 - ପବିତ୍ର ବାଇବଲ

31 “କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟ‌ଦ୍‌ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 କିନ୍ତୁ ଅବ୍ରାହମ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କ କଥା ଶୁଣୁ ନାହାନ୍ତି, ତେବେ ଜଣେ ମୃତ୍ୟୁରୁ ଉତ୍ଥିତ ହେଲେ ସୁଦ୍ଧା ସେମାନେ ତା’ର କଥା ବିଶ୍ୱାସ କରିବେ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 16:31

Následuj nás:

Reklamy


Reklamy