Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:11 - ପବିତ୍ର ବାଇବଲ

11 ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେ ଯିରୂଶାଲମକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଗମନ କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

11 ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଯିରୁଶାଲମ ଯିବା ବାଟରେ ଶମିରୋଣ ଓ ଗାଲିଲୀର ସୀମା ମଧ୍ୟ ଦେଇ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:11

Následuj nás:

Reklamy


Reklamy