ଲୂକ ଲିଖିତ ସୁସମାଚାର 17:13 - ପବିତ୍ର ବାଇବଲ13 କିନ୍ତୁ ସେମାନେ ଯୀଶୁଙ୍କୁ ପାଟି କରି ଡାକିଲେ, “ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାଯ୍ୟ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, ହେ ଯୀଶୁ, ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)13 “ଯୀଶୁ! ହେ ଗୁରୁ! ଆମକୁ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitola |