ଲୂକ ଲିଖିତ ସୁସମାଚାର 17:15 - ପବିତ୍ର ବାଇବଲ15 ଜଣେ ଲୋକ ନିଜକୁ ସୁସ୍ଥ ହୋଇ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫେରି ଆସିଲା। ସେ ବଡ଼ ପାଟିକରି ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚ ସ୍ଵରରେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସି, Viz kapitolaଓଡିଆ ବାଇବେଲ15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, Viz kapitolaପବିତ୍ର ବାଇବଲ (CL) NT (BSI)15 ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହେବାର ଦେଖି ଉଚ୍ଚ ସ୍ୱରରେ ଈଶ୍ୱରଙ୍କ ପ୍ରଶଂସା କରି କରି ଫେରି ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, Viz kapitola |