Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:19 - ପବିତ୍ର ବାଇବଲ

19 ତା'ପରେ ଯୀଶୁ ତାହାକୁ କହିଲେ, “ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଭଲ ହୋଇଗଲ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେ ତାହାକୁ କହିଲେ, ଉଠି ପ୍ରସ୍ଥାନ କର, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ସେ ତାହାକୁ କହିଲେ, ଉଠି ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ପୁଣି ଯୀଶୁ ତାକୁ କହିଲେ, “ଉଠ୍ - ଯା, ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:19

Následuj nás:

Reklamy


Reklamy