ଲୂକ ଲିଖିତ ସୁସମାଚାର 17:20 - ପବିତ୍ର ବାଇବଲ20 କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?” ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଈଶ୍ଵରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ; Viz kapitolaଓଡିଆ ବାଇବେଲ20 ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)20 କେତେକ ଫାରୁଶୀ ଈଶ୍ୱରଙ୍କ ରାଜ୍ୟ କେବେ ଆସିବ ବୋଲି ଯୀଶୁଙ୍କୁ ପଚାରିଲେ। ସେ ଉତ୍ତର ଦେଲେ, “ଦୃଶ୍ୟମାନଭାବେ ଈଶ୍ୱରଙ୍କ ରାଜ୍ୟ ଆସେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ; Viz kapitola |