ଲୂକ ଲିଖିତ ସୁସମାଚାର 17:22 - ପବିତ୍ର ବାଇବଲ22 ତା'ପରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଦିନ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କ ଦିନ ଗୁଡ଼ିକ ମାନଙ୍କ ଭିତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ବାଞ୍ଛା କରିବ, କିନ୍ତୁ ଦେଖିବ ନାହିଁ। Viz kapitolaଓଡିଆ ବାଇବେଲ22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)22 ତା’ପରେ ସେ ଶିଷ୍ୟମାନଙ୍କୁ କହିଲେ, “ସମୟ ଆସିବ, ଯେତେବେଳେ ତୁମେ ମନୁଷ୍ୟପୁତ୍ରଙ୍କ ସମୟର ଅନ୍ତତଃ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ। Viz kapitola |