Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:23 - ପବିତ୍ର ବାଇବଲ

23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଦେଖ, ସେଠାରେ, ଦେଖ, ଏଠାରେ ବୋଲି ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ଵା ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଲୋକେ ତୁମ୍ଭମାନଙ୍କୁ କହିବେ, ‘ସେଠାରେ ଦେଖ’ ଅବା ‘ଏଠାରେ ଦେଖ।’ କିନ୍ତୁ ଏହା ଖୋଜିବା ପାଇଁ ବାହାରକୁ ଯାଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:23

Následuj nás:

Reklamy


Reklamy