ଲୂକ ଲିଖିତ ସୁସମାଚାର 17:26 - ପବିତ୍ର ବାଇବଲ26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitolaଓଡିଆ ବାଇବେଲ26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitolaପବିତ୍ର ବାଇବଲ (CL) NT (BSI)26 ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ଦିନରେ ସେପରି ଘଟିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitola |