ଲୂକ ଲିଖିତ ସୁସମାଚାର 17:37 - ପବିତ୍ର ବାଇବଲ37 ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ଘଟଣା କେଉଁଠାରେ ଘଟିବ ପ୍ରଭୁ?” ଯୀଶୁ ଉତ୍ତର ଦେଲେ, “ଶାଗୁଣାମାନେ ଉଡ଼ିବା ଦ୍ୱାରା ଲୋକମାନେ ଜାଣି ପାରନ୍ତି କୌଣସି ଏକ ଶବ ପଡ଼ିଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେଥିରେ ସେମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ। Viz kapitolaଓଡିଆ ବାଇବେଲ37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)37 ଶିଷ୍ୟମାନେ ତାଙ୍କୁ ପଚାରିଲେ, “ପ୍ରଭୁ କେଉଁଠାରେ?” ଯୀଶୁ ଉତ୍ତର ଦେଲେ, “ଶବ ପଡ଼ିଥିବା ସ୍ଥାନରେ ହଠାତ୍ ଶାଗୁଣାମାନେ ଆସି ଜମାହୋଇ ଯା’ନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।” Viz kapitola |