ଲୂକ ଲିଖିତ ସୁସମାଚାର 17:6 - ପବିତ୍ର ବାଇବଲ6 ପ୍ରଭୁ କହିଲେ, “ଯଦି ତୁମ୍ଭମାନଙ୍କର ବିଶ୍ୱାସ ଗୋଟିଏ ସୋରିଷଦାନା ପରିମାଣର ହୋଇଥାଏ, ତେବେ ତୁମ୍ଭେମାନେ ଏହି ତୁତ ଗଛକୁ କହି ପାରିବ, ନିଜକୁ ଉପାଡ଼ି ନେଇ ସମୁଦ୍ରରେ ରୋପଣ କର, ତେବେ ଗଛଟି ତୁମ୍ଭମାନଙ୍କ କଥା ମାନିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହ ବୋଲି କହିଲେ ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ। Viz kapitolaଓଡିଆ ବାଇବେଲ6 ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ । Viz kapitolaପବିତ୍ର ବାଇବଲ (CL) NT (BSI)6 ପ୍ରଭୁ ଉତ୍ତର ଦେଲେ, “ଯଦି ତୁମ୍ଭମାନଙ୍କ ବିଶ୍ୱାସ ଗୋଟିଏ ସୋରିଷ ମଞ୍ଜି ପରିମାଣରେ ଥାଏ ଏବଂ ତୁମ୍ଭେମାନେ ଏହି ତୁତ୍କୋଳି ଗଛକୁ କୁହ, ‘ମୂଳ ସହିତ ଉପୁଡ଼ି ଯାଇ ସମୁଦ୍ରରେ ପୋତି ହୋଇଯା!’ ତେବେ ସେ ତାହା କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।” Viz kapitola |