ଲୂକ ଲିଖିତ ସୁସମାଚାର 18:12 - ପବିତ୍ର ବାଇବଲ12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆୟର ଦଶମାଂଶ ଦାନ କରିଥାଏ। Viz kapitolaଓଡିଆ ବାଇବେଲ12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ । Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଁ ସପ୍ତାହରେ ଦୁଇ ଦିନ ଉପବାସ କରେ ଓ ତୁମକୁ ମୋ’ ସମସ୍ତ ଆୟର ଦଶମାଂଶ ଦାନ କରେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’ Viz kapitola |