Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:14 - ପବିତ୍ର ବାଇବଲ

14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ ଏହି ଲୋକ ଧାର୍ମିକ ଗଣିତ ହୋଇ ଆପଣା ଗୃହକୁ ଚାଲିଗଲା; କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।

Viz kapitola kopírovat

ଓଡିଆ ବାଇବେଲ

14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ କହିଲେ, “ମୁଁ କହୁଛି, କରଆଦାୟକାରୀ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଘରକୁ ଫେରିଲା, କିନ୍ତୁ ଫାରୁଶୀ ନୁହେଁ। କାରଣ ଯେ କେହି ନିଜକୁ ଉନ୍ନତ ବୋଲି ଦେଖାଏ, ତାକୁ ଅବନତ କରାଯିବ। ଯେ ନିଜକୁ ନ୍ୟୁନ କରେ, ତାକୁ ଉନ୍ନତ କରାଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:14

Následuj nás:

Reklamy


Reklamy