ଲୂକ ଲିଖିତ ସୁସମାଚାର 18:17 - ପବିତ୍ର ବାଇବଲ17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ। Viz kapitolaଓଡିଆ ବାଇବେଲ17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ମନେରଖ! ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରେ ନାହିଁ, ସେ ସେଥିରେ କେବେ ପ୍ରବେଶ କରିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” Viz kapitola |