ଲୂକ ଲିଖିତ ସୁସମାଚାର 18:19 - ପବିତ୍ର ବାଇବଲ19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍, ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ। Viz kapitolaଓଡିଆ ବାଇବେଲ19 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯୀଶୁ ତାକୁ ପଚାରିଲେ, “ତୁମେ କାହିଁକି ମୋତେ ସତ୍ ବୋଲି କହୁଛ? ଈଶ୍ୱରଙ୍କ ଛଡ଼ା ଆଉ କେହି ସତ୍ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ। Viz kapitola |