ଲୂକ ଲିଖିତ ସୁସମାଚାର 18:29 - ପବିତ୍ର ବାଇବଲ29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା'ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ, Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ଗୃହ କି ଭାର୍ଯ୍ୟା କି ଭ୍ରାତା କି ପିତାମାତା କି ସନ୍ତାନସନ୍ତତି ପରିତ୍ୟାଗ କରି, Viz kapitolaଓଡିଆ ବାଇବେଲ29 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି Viz kapitolaପବିତ୍ର ବାଇବଲ (CL) NT (BSI)29 ଯୀଶୁ ସେମାନଙ୍କୁ କହିଲେ, “ହଁ, ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ଯେ କେହି ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଘର, ସ୍ତ୍ରୀ, ଭାଇ, ପିତାମାତା କିମ୍ବା ସନ୍ତାନମାନଙ୍କୁ ପରିତ୍ୟାଗ କରେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି Viz kapitola |