ଲୂକ ଲିଖିତ ସୁସମାଚାର 18:30 - ପବିତ୍ର ବାଇବଲ30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଇହକାଳରେ ବହୁଗୁଣ ଓ ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। Viz kapitolaଓଡିଆ ବାଇବେଲ30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ । Viz kapitolaପବିତ୍ର ବାଇବଲ (CL) NT (BSI)30 ସେ ଇହକାଳରେ ବହୁତ କିଛି ପାଇବ ଓ ପରକାଳରେ ଅନନ୍ତ ଜୀବନ ଲାଭ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।” Viz kapitola |