ଲୂକ ଲିଖିତ ସୁସମାଚାର 18:38 - ପବିତ୍ର ବାଇବଲ38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେଥିରେ ସେ ଉଚ୍ଚ ସ୍ଵରରେ କହିଲା, ହେ ଯୀଶୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)38 ସେ ଚିକ୍ରାର କରି କହିଲା, “ହେ ଦାଉଦ ସନ୍ତାନ ଯୀଶୁ! ମୋତେ ଦୟା କର!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। Viz kapitola |