ଲୂକ ଲିଖିତ ସୁସମାଚାର 18:4 - ପବିତ୍ର ବାଇବଲ4 କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ସେ କେତେ ସମୟ ପର୍ଯ୍ୟନ୍ତ ସମ୍ମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦ୍ୟପି ମୁଁ ଈଶ୍ଵରଙ୍କୁ ଭୟ କରେ ନାହିଁ କିମ୍ଵା ମନୁଷ୍ୟକୁ ମାନେ ନାହିଁ, Viz kapitolaଓଡିଆ ବାଇବେଲ4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)4 ଅନେକ ଦିନ ଧରି ବିଚାରକର୍ତ୍ତା ତା’ କଥାରେ କର୍ଣ୍ଣପାତ କଲେ ନାହିଁ, କିନ୍ତୁ ଶେଷରେ ସେ ନିଜେ ଭାବିଲେ, ‘ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ, କିମ୍ବା ମନୁଷ୍ୟକୁ ମାନେ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, Viz kapitola |