ଲୂକ ଲିଖିତ ସୁସମାଚାର 18:40 - ପବିତ୍ର ବାଇବଲ40 ଯୀଶୁ ସେଠାରେ ଅଟକି ଗଲେ, ସେ ଆଜ୍ଞା ଦେଲେ, “ତାହାକୁ ମୋ’ ପାଖକୁ ଆଣ।” ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଗ୍ଭରିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)40 ସେଥିରେ ଯୀଶୁ ଠିଆ ହୋଇ ତାହାକୁ ଆପଣା ନିକଟକୁ ଆଣିବା ପାଇଁ ଆଜ୍ଞା ଦେଲେ; ପୁଣି, ସେ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲେ, Viz kapitolaଓଡିଆ ବାଇବେଲ40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, Viz kapitolaପବିତ୍ର ବାଇବଲ (CL) NT (BSI)40 ତେଣୁ ଯୀଶୁ ଅଟକି ଯାଇ ଲୋକଟିକୁ ତାଙ୍କ ନିକଟକୁ ଆଣିବା ପାଇଁ ଆଦେଶ ଦେଲେ। ସେ ନିକଟକୁ ଆସିବାରୁ ଯୀଶୁ ତାକୁ ପଚାରିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, Viz kapitola |