ଲୂକ ଲିଖିତ ସୁସମାଚାର 18:5 - ପବିତ୍ର ବାଇବଲ5 କିନ୍ତୁ ଏହି ସ୍ତ୍ରୀଲୋକଟି ମୋତେ ସବୁବେଳେ ବ୍ୟସ୍ତ କରି ପକାଉଛି। ମୁଁ ତାକୁ ନ୍ୟାୟ ଅଧିକାର ଦେଇଦେଲେ ସେ ମୋ’ ପିଛା ଛାଡ଼ିଦେବ। ନଚେତ ସେ ମୋତେ ହଇକାଣ କରୁଥିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ। Viz kapitolaଓଡିଆ ବାଇବେଲ5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ । Viz kapitolaପବିତ୍ର ବାଇବଲ (CL) NT (BSI)5 ତଥାପି ଏହି ବିଧବାଟି ମୋତେ ହଇରାଣ କରୁ ଥିବାରୁ ମୁଁ ତା’ ପ୍ରତି ହୋଇଥିବା ଅନ୍ୟାୟର ପ୍ରତିକାର କରିବି। ତା’ ନ ହେଲେ ସେ ବାରମ୍ବାର ଆସି ମୋତେ ବ୍ୟତିବ୍ୟସ୍ତ କରଥିବ’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’” Viz kapitola |