ଲୂକ ଲିଖିତ ସୁସମାଚାର 18:6 - ପବିତ୍ର ବାଇବଲ6 ପ୍ରଭୁ! କହିଲେ, “ଶୁଣ, ସେହି ଦୁଷ୍ଟ ବିଗ୍ଭରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। Viz kapitolaଓଡିଆ ବାଇବେଲ6 ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ । Viz kapitolaପବିତ୍ର ବାଇବଲ (CL) NT (BSI)6 ପ୍ରଭୁ କହିଲେ, “ସେହି ଅଧାର୍ମିକ ବିଚାରକର୍ତ୍ତା କ’ଣ କହିଲେ, ଶୁଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। Viz kapitola |