ଲୂକ ଲିଖିତ ସୁସମାଚାର 19:15 - ପବିତ୍ର ବାଇବଲ15 “ତଥାପି ସେ ରାଜା ହୋଇଗଲେ। ତା'ପରେ ସେ ଘରକୁ ଫେରି ଆସିଲେ। ତା'ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)15 ପରେ ସେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ିଆସି, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 “ସେହି ବ୍ୟକ୍ତି ରାଜପଦ ପାଇ ନିଜ ଦେଶକୁ ଫେରି ଆସିଲେ। ତାଙ୍କର ଦାସମାନେ କେତେ ରୋଜଗାର କରିଛନ୍ତି, ତାହା ଜାଣିବା ଲାଗି ସେ ସେମାନଙ୍କୁ ତାଙ୍କ ନିକଟକୁ ଆସିବା ପାଇଁ ଆଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ। Viz kapitola |