ଲୂକ ଲିଖିତ ସୁସମାଚାର 19:17 - ପବିତ୍ର ବାଇବଲ17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ। Viz kapitolaଓଡିଆ ବାଇବେଲ17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)17 ସେ କହିଲେ, ‘ଚମକ୍ରାର! ତୁମେ ଜଣେ ବୁଦ୍ଧିମାନ ଦାସ! ଛୋଟ ବିଷୟରେ ବିଶ୍ୱସ୍ତ ହୋଇ ଥିବାରୁ ମୁଁ ତୁମକୁ ଦଶଟି ନଗରର ଦାୟିତ୍ୱ ଦେବି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ। Viz kapitola |