Online Bible

- Reklamy -




ଲୂକ ଲିଖିତ ସୁସମାଚାର 19:18 - ପବିତ୍ର ବାଇବଲ

18 “ଦ୍ୱିତୀୟ ଗ୍ଭକରଟି ଆସିଲା ଓ କହିଲା, ‘ଆଜ୍ଞା, ଆପଣ ଦେଇଥିବା ଟଙ୍କା ଥଳିକୁ ବ୍ୟବହାର କରି ପାଞ୍ଚ ଥଳି ଟଙ୍କା ଅର୍ଜନ କରିଛି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଦ୍ଵିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ପାଞ୍ଚୋଟି ମୋହର ଲାଭ କରିଅଛି।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଦ୍ୱିତୀୟ ଦାସଟି ଆସି କହିଲା, ‘ଆପଣ ଦେଇଥିବା ମୁଦ୍ରା ସାହାଯ୍ୟରେ ମୁଁ ପାଞ୍ଚଟି ସ୍ୱର୍ଣ୍ଣ ମୁଦ୍ରା ଅର୍ଜନ କରିଛି।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 19:18

Následuj nás:

Reklamy


Reklamy