ଲୂକ ଲିଖିତ ସୁସମାଚାର 19:28 - ପବିତ୍ର ବାଇବଲ28 ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହିସମସ୍ତ କଥା କହି ସେ ଅଗ୍ରସର ହୋଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯୀଶୁ ଏ କଥା କହି ଯିରୂଶାଲମ ଅଭିମୁଖେ ଯାତ୍ରା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ। Viz kapitola |