ଲୂକ ଲିଖିତ ସୁସମାଚାର 19:3 - ପବିତ୍ର ବାଇବଲ3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Viz kapitolaଓଡିଆ ବାଇବେଲ3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁଙ୍କୁ ସେ ଦେଖିବାକୁ ଇଚ୍ଛା କରୁଥିଲା, କିନ୍ତୁ ସେ ବାଙ୍ଗର ଥିବାରୁ ଜନଗହଳି ମଧ୍ୟରେ ଯୀଶୁଙ୍କୁ ଦେଖି ପାରିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Viz kapitola |