ଲୂକ ଲିଖିତ ସୁସମାଚାର 19:31 - ପବିତ୍ର ବାଇବଲ31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି। Viz kapitolaଓଡିଆ ବାଇବେଲ31 ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)31 କାହିଁକି ଏହାକୁ ଫିଟାଉଛ ବୋଲି ଯଦି କେହି ତୁମକୁ ପଚାରେ, ତାକୁ କୁହ ଯେ, ଗୁରୁଙ୍କର ଏହା ପ୍ରୟୋଜନ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’” Viz kapitola |