Online Bible

- Reklamy -




ଲୂକ ଲିଖିତ ସୁସମାଚାର 19:35 - ପବିତ୍ର ବାଇବଲ

35 ତା'ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା'ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।

Viz kapitola kopírovat

ଓଡିଆ ବାଇବେଲ

35 ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ସେମାନେ ଗଧ ଛୁଆକୁ ଯୀଶୁଙ୍କ ପାଖକୁ ନେଲେ। ତା’ ଉପରେ ନିଜ ନିଜର ଲୁଗା ବିଛାଇ ଯୀଶୁଙ୍କୁ ବସାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 19:35

Následuj nás:

Reklamy


Reklamy