ଲୂକ ଲିଖିତ ସୁସମାଚାର 19:36 - ପବିତ୍ର ବାଇବଲ36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ସେ ଚଢ଼ି ଯାତ୍ରା କରିବାବେଳେ ଲୋକମାନେ ମଧ୍ୟ ରାସ୍ତାରେ ସେମାନଙ୍କ ଲୁଗା ବିଛାଇ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ। Viz kapitola |