ଲୂକ ଲିଖିତ ସୁସମାଚାର 19:38 - ପବିତ୍ର ବାଇବଲ38 “ସ୍ୱାଗତ କରି କହିଲେ: “‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା। Viz kapitolaଓଡିଆ ବାଇବେଲ38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା । Viz kapitolaପବିତ୍ର ବାଇବଲ (CL) NT (BSI)38 “ଯେଉଁ ରାଜା ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ! ସ୍ୱର୍ଗରେ ଶାନ୍ତି ଓ ଈଶ୍ୱରଙ୍କ ଗୌରବ ହେଉ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା। Viz kapitola |