ଲୂକ ଲିଖିତ ସୁସମାଚାର 19:39 - ପବିତ୍ର ବାଇବଲ39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। Viz kapitolaଓଡିଆ ବାଇବେଲ39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)39 ତା’ପରେ ଲୋକଗହଳି ମଧ୍ୟରୁ କେତେକ ଫାରୁଶୀ ଯୀଶୁଙ୍କ ସହିତ କଥାବାର୍ତ୍ତା କରି କହିଲେ, “ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ତୁନି ହୋଇ ରହିବାକୁ ଆଦେଶ ଦିଅନ୍ତୁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। Viz kapitola |