ଲୂକ ଲିଖିତ ସୁସମାଚାର 19:46 - ପବିତ୍ର ବାଇବଲ46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’” Viz kapitolaପବିତ୍ର ବାଇବଲ (Re-edited) - (BSI)46 ଲେଖାଅଛି, ଆମ୍ଭର ଗୃହ ପ୍ରାର୍ଥନା ଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରିଅଛ। Viz kapitolaଓଡିଆ ବାଇବେଲ46 ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)46 “ଧର୍ମଶାସ୍ତ୍ରରେ ଲେଖାଅଛି ଯେ ଈଶ୍ୱର କହିଲେ, ‘ଆମ ମନ୍ଦିରକୁ ପ୍ରାର୍ଥନାର ଗୃହ ବୋଲି କୁହାଯିବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଚୋରମାନଙ୍କ ଲୁଚିବା ଗୁହାରେ ପରିଣତ କରିଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।” Viz kapitola |