ଲୂକ ଲିଖିତ ସୁସମାଚାର 19:48 - ପବିତ୍ର ବାଇବଲ48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ। Viz kapitolaଓଡିଆ ବାଇବେଲ48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)48 କିନ୍ତୁ ସେମାନେ ତାହା କରିବା ପାଇଁ କୌଣସି ଅବକାଶ ପାଇଲେ ନାହିଁ, କାରଣ ଲୋକମାନେ ତାଙ୍କ ଶିକ୍ଷାର ପ୍ରତ୍ୟେକ ଶବ୍ଦକୁ ମନ ଦେଇ ଶୁଣୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ। Viz kapitola |