ଲୂକ ଲିଖିତ ସୁସମାଚାର 2:12 - ପବିତ୍ର ବାଇବଲ12 ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ଵରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ତରେ ଶୋଇଥିବାର ଦେଖିବ। Viz kapitolaଓଡିଆ ବାଇବେଲ12 ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ । Viz kapitolaପବିତ୍ର ବାଇବଲ (CL) NT (BSI)12 “ତୁମ୍ଭେମାନେ ଏହି ସଙ୍କେତ ଦେଖି ତାଙ୍କୁ ଚିହ୍ନିବ:- “ଶିଶୁଟିଏ ଲୁଗାରେ ଗୁଡ଼ା ହୋଇ ଗୋଟିଏ ଗୁହାଳ କୁଣ୍ଡରେ ଶୋଇ ଥିବାର ଦେଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ। Viz kapitola |