ଲୂକ ଲିଖିତ ସୁସମାଚାର 2:18 - ପବିତ୍ର ବାଇବଲ18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)18 ମେଷପାଳକମାନଙ୍କ କଥା ଶୁଣି ସମସ୍ତେ ଆଚମ୍ବିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। Viz kapitola |