ଲୂକ ଲିଖିତ ସୁସମାଚାର 2:2 - ପବିତ୍ର ବାଇବଲ2 ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସୁରିଆର ଶାସନକର୍ତ୍ତା କ୍ଵିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମ ଲେଖା ହୋଇଥିଲା। Viz kapitolaଓଡିଆ ବାଇବେଲ2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)2 କ୍ୱିରିନିୟସ୍ ସିରିଆର ରାଜ୍ୟପାଳ ଥିବା ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। Viz kapitola |