Online Bible

- Reklamy -




ଲୂକ ଲିଖିତ ସୁସମାଚାର 2:23 - ପବିତ୍ର ବାଇବଲ

23 ପ୍ରଭୁଙ୍କ ‘ନିୟମ’ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ,

Viz kapitola kopírovat

ଓଡିଆ ବାଇବେଲ

23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ମୋଶାଙ୍କ ବ୍ୟବସ୍ଥାରେ ଲେଖାଅଛି: “ପ୍ରଥମ ଜାତ ପ୍ରତ୍ୟେକ ପୁରୁଷ ସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 2:23

Následuj nás:

Reklamy


Reklamy