ଲୂକ ଲିଖିତ ସୁସମାଚାର 2:32 - ପବିତ୍ର ବାଇବଲ32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ। Viz kapitolaଓଡିଆ ବାଇବେଲ32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)32 ଏକ ଜ୍ୟୋତି ପ୍ରଦାନ କରିଛ ଅଣଇହୁଦୀମାନଙ୍କ ନିକଟରେ ତୁମ ଇଚ୍ଛା ପ୍ରକାଶ କରିବା ପାଇଁ ଏବଂ ତୁମର ଇଶ୍ରାୟେଲୀୟ ଲୋକମାନଙ୍କୁ ଗୌରବାନ୍ୱିତ କରିବା ପାଇଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।” Viz kapitola |