Online Bible

- Reklamy -




ଲୂକ ଲିଖିତ ସୁସମାଚାର 2:37 - ପବିତ୍ର ବାଇବଲ

37 ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ସେ ଆଦୌ ମନ୍ଦିର ଛାଡ଼ି ବାହାରକୁ ଯାଉ ନ ଥିଲେ, ଉପବାସ ଓ ପ୍ରାର୍ଥନା ସହ ଦିବାରାତ୍ରି ସେ ଈଶ୍ୱରଙ୍କ ଉପାସନା କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 2:37

Následuj nás:

Reklamy


Reklamy