ଲୂକ ଲିଖିତ ସୁସମାଚାର 2:39 - ପବିତ୍ର ବାଇବଲ39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା'ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ। Viz kapitolaଓଡିଆ ବାଇବେଲ39 ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)39 ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ। Viz kapitola |