ଲୂକ ଲିଖିତ ସୁସମାଚାର 2:40 - ପବିତ୍ର ବାଇବଲ40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା। Viz kapitolaଓଡିଆ ବାଇବେଲ40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)40 ଶିଶୁ ବଳିଷ୍ଠ ହୋଇ ବଢ଼ିବାକୁ ଲାଗିଲେ, ସେ ଜ୍ଞାନରେ ପୂର୍ଣ୍ଣ ହେଲେ ଏବଂ ତାଙ୍କ ଉପରେ ଈଶ୍ୱରଙ୍କ ଆଶୀର୍ବାଦ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା। Viz kapitola |