Online Bible

- Reklamy -




ଲୂକ ଲିଖିତ ସୁସମାଚାର 2:43 - ପବିତ୍ର ବାଇବଲ

43 ପର୍ବ ଦିନତକ ଶେଷ ହୋଇଯିବା ପରେ ସେମାନେ ଘରକୁ ଫେରୁଥିଲେ। କିନ୍ତୁ ବାଳକ ଯୀଶୁ ଯିରୁଶାଲମରେ ରହିଗଲେ। ତାହାଙ୍କ ବାପାମା ଏ କଥା ଜାଣି ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ବାହୁଡ଼ି ଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

43 ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ପର୍ବ ଶେଷରେ ସେମାନେ ଘରକୁ ଫେରିବାବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ। ତାଙ୍କର ପିତାମାତା ଏହା ଜାଣି ନ ଥିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 2:43

Následuj nás:

Reklamy


Reklamy