ଲୂକ ଲିଖିତ ସୁସମାଚାର 2:45 - ପବିତ୍ର ବାଇବଲ45 କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ। Viz kapitolaଓଡିଆ ବାଇବେଲ45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)45 କିନ୍ତୁ ତାଙ୍କୁ ନ ପାଇ ସେମାନେ ଖୋଜି ଖୋଜି ଯିରୂଶାଲମକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ। Viz kapitola |